• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Gemini

ମିଥୁନ

Friday 18 Nov 2022

ମୃଗଶିରା - ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ

ଆଦ୍ରା - ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ମହିଳା ମାନେ ପାରିବାରିକ ସମସ୍ୟାରେ ବୁଡି ରହିବେ

ପୁନର୍ବସୁ - କାନୁନ , ବିବାଦ ଆଦି ଦେଖା ଦେଇପାରେ । ମହିଳା ମାନେ ଧାର୍ମିକ କାର୍ଯ୍ୟରେ ମନ ନିବେଶ କରିବେ ।

ପ୍ରତିକାର – ଗଣେଷଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :