• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Cancer

କର୍କଟ

Friday 18 Nov 2022

ପୁନର୍ବସୁ - ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ

ପୁଷ୍ୟା – ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ

ଅଶ୍ଳେଷା - ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ଆଗମନା ରହିବେ

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :