• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Virgo

କନ୍ୟା

Friday 18 Nov 2022

ଉ , ଫାଲଗୁନୀ – ମାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ

ହସ୍ତା – ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି । ଶିକ୍ଷାର୍ଥୀ ଲେଖା ପଢାରେ ଅଧିକ ଧ୍ୟାନ ଦେବେ

ଚିତ୍ରା – ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ମହିଳା ମାନେ ଅଶାନ୍ତିରେ ସମୟ ଅତିବାହିତ କରିବେ

ପ୍ରତିକାର - ଗଣେଷଙ୍କୁ ଦୂବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :