• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Libra

ତୁଳା

Friday 18 Nov 2022

ଚିତ୍ରା – ଜଣେ ବନ୍ଧୁ ଆଜି ଆପଣଙ୍କ ସକାଶେ ହିତକର ହେବ । କଠିନ କର୍ମ ସମ୍ପନ କରି ପ୍ରଂଶସା ଅର୍ଜନ କରିବେ

ସ୍ୱାତୀ – ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ବିଶାଖା – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ଗୃହିଣୀ ମାନେ କର୍ତବ୍ୟପରାୟଣ ରହିବେ

ପ୍ରତିକାର – ମହାଲକ୍ଷ୍ମୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :