• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Scorpio

ବିଛା

Friday 18 Nov 2022

ଶାଖା – ବରମ୍ବାର ସାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଜୀବନ ସାଥିଙ୍କ ସହିତ ମତଭେଦ ଦେଖାଦେବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ

ଅନୁରାଧା – କର୍ମ କ୍ଷେତ୍ରରେ ଠିକ ସେ କାର୍ଯ୍ୟ ନକରି ଅପମାନିତ ହୋଇପାରନ୍ତି

ଜ୍ୟେଷ୍ଠା – ଆଇନ ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ପ୍ରତିକାର – ହନୁମାନ ଚାଳିଶା ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :