• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2022 :ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ

Capricorn

ମକର

Friday 18 Nov 2022

ଉ , ଷାଢା - ଭାତୃ କଳହ ଦୂରେଇ ଯିବ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ

ଶ୍ରବଣା – ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ଛାତ୍ର, ଛାତ୍ରୀ ମାନେ ପଢା ପଢିରେ ମନ ନିବେଶ କରିବେ

ଧନିଷ୍ଠା – - ଧନିଷ୍ଠା - ମହିଳା ମାନଙ୍କର ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :