• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Taurus

ବୃଷ

Saturday 18 Nov 2023

କୃତିକା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।

ରୋହିଣୀ- କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ମୃଗଶିରା- ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :