• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Aquarius

କୁମ୍ଭ

Saturday 18 Nov 2023

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ

ଶତଭିଷା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।

ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ । ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :