• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Pisces

ମୀନ

Saturday 18 Nov 2023

ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ ।

ଉ,ଭାଦ୍ରପଦ- ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ରେବତୀ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :