• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Gemini

ମିଥୁନ

Saturday 18 Nov 2023

ମୃଗଶିରା- ବ୍ୟବସାୟରେ ଆଶାକରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପାରିବାରିକ କାର୍ଯ୍ୟରେ ଯୋଗଦେବାକୁ ସୁଯୋଗ ପାଇପାରନ୍ତି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।

ଆଦ୍ରା- କର୍ମ କ୍ଷେତ୍ରରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ ଧାରଣା ପୋଷଣ କରିପାରନ୍ତି । ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ।

ପୁନର୍ବସୁ- ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାଯ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :