• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Cancer

କର୍କଟ

Saturday 18 Nov 2023

ପୁନର୍ବସୁ- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।

ପୁଷ୍ୟା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ମନ ପ୍ରଫୁଲୀତ ରହିବ। ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ଅଶ୍ଲେଷା- ଆଇନ ର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :