• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Leo

ସିଂହ

Saturday 18 Nov 2023

ମଘା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ

ପୂ,ଫାଲଗୁନି- ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ

ଉ,ଫାଲଗୁନି- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ କ୍ଷ କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :