• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Virgo

କନ୍ୟା

Saturday 18 Nov 2023

ଉ,ଫଳଗୁନି- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ କ୍ଷ

ହସ୍ତା– ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।

ଚିତ୍ରା- ମାଲିମକଦମା ସମସ୍ୟାର ସମାଧାନ କରିବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :