• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Libra

ତୁଳା

Saturday 18 Nov 2023

ଚିତ୍ରା- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ

ସ୍ୱାତୀ- ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ବିଶାଖା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :