• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Scorpio

ବିଛା

Saturday 18 Nov 2023

ବିଶାଖା- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ଅନୁରାଧା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।

ଜ୍ୟେଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :