• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Sagittarius

ଧନୁ

Saturday 18 Nov 2023

ମୂଳା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।

ପୂ,ଷାଢା- ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଉ,ଷାଢା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :