• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Nov 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ପ୍ରେମ ସମ୍ପର୍କ ମଧୁମୟ ରହିବ

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମକଦ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ

Capricorn

ମକର

Saturday 18 Nov 2023

ଉ,ଷାଢା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ

ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

ଧନିଷ୍ଠା- ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :