• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Oct 2022: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ରି ତିଥି- ୮ମୀ ଦିବା ୧୧/୫୮ ଗତେ ୯ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି-ଭୂମିଦାନ

Scorpio

ବିଛା

Tuesday 18 Oct 2022

ବିଶାଖା – ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ

ଅନୁରାଧା – ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ । ଛାତ୍ରଛତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ

ଜ୍ୟେଷ୍ଠା – ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ମହିଳା ମାନେ ତାଙ୍କର ମନ କଥା ପ୍ରକାଶ କରିବେ ।

ପ୍ରତିକାର – ମାଆ ବଗଳାମୁଖୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :