• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Wednesday 18 Oct 2023

ଅଶ୍ୱନୀ- ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ଆଶଙ୍କା ଦେଖାଦେଇପାରେ । ବାଣିଜ୍ୟ ଓ ବ୍ୟବସାୟରେ କିଛି ନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ । ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ         
ଦ୍ୱିଜା- ବ୍ୟବସାୟରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ
କୃତିକା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ ।  ଅର୍ଥ ସଂକଟ ଦୂର ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ     

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :