• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Wednesday 18 Oct 2023

କୃତିକା- ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ। ପୂର୍ବରୁ କରିଥିବା କାମ ପାଇଁ ସମ୍ମାନିତ ହେବା ସହିତ ଦକ୍ଷତା ପ୍ରତିପାଦିତ କରିବେ        
ରୋହିଣୀ- ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ । ମନୋରଞ୍ଜନରେ କ୍ଷେତ୍ରରେ ଆଗ୍ରହୀ ହେବେ
ମୃଗଶିରା- ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।    

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :