• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Wednesday 18 Oct 2023

ଧନିଷ୍ଠା- ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ
ଶତଭିଷା-ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗସ୍ତ କରିପାରନ୍ତି ।
ପୂ, ଭାଦ୍ରପଦ- ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଆପଣଙ୍କ ସହ ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍ ହୋଇଯିବ
 
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :