• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Wednesday 18 Oct 2023

ପୂ, ଭାଦ୍ରପଦ-ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ ।
ଉ, ଭାଦ୍ରପଦ-ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ପୁରୁଣା ରୋଗର ପ୍ରକୋପରେ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।
ରେବତୀ- ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ନୂତନ ବାହନଆଦି କ୍ରୟ କରିପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :