• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Wednesday 18 Oct 2023

ମୃଗଶିରା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁ ବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ    
ଆଦ୍ରା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ    
ପୁନର୍ବସୁ- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ  ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :