• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Wednesday 18 Oct 2023

ପୁନର୍ବସୁ- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ 
ପୁଷ୍ୟା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ
ଅଶ୍ଳେଷା- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । କଚେରୀ  ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :