• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Wednesday 18 Oct 2023


ମଘା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ
ପୂ- ଫାଲ୍‌ଗୁନୀ- କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ ।
ଉ- ଫାଲ୍‌ଗୁନୀ- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 
 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :