• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Wednesday 18 Oct 2023

ଉ- ଫାଲ୍‌ଗୁନୀ- ପାରିବାରିକ ସହମତିରେ କାର‌୍ୟ ସିଦ୍ଧି ଘଟିପାର । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ
ହସ୍ତା- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ
ଚିତ୍ରା- ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ମହିଳାମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଆପଣଙ୍କର ପ୍ରୟାସ ଯୋଗୁ ବଡ଼ ସଫଳତା ସହିତ ପୁରସ୍କୃତ ହେବେ

ପ୍ରତିକାର -   ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :