• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Wednesday 18 Oct 2023

ଚିତ୍ରା- ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀମାନେ ମୂଳ ଧନରୁ ସାମାନ୍ୟ କ୍ଷତି କରିପାରନ୍ତି 
ସ୍ୱାତୀ- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର୍ଯ୍ୟରୁ ପ୍ରଂଶସିତ ହୋଇ ପାରନ୍ତି    
ବିଶାଖା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କ ବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ 

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :