• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Wednesday 18 Oct 2023


ବିଶାଖା- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ ଚେଷ୍ଟା କରିବେ
ଅନୁରାଧା- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ 
ଜ୍ୟୋଷ୍ଠା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :