• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Wednesday 18 Oct 2023


ମୂଳା- ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ହଜି ଯାଇଥିବା ଜିନିଷ, ଧାତୁ ଅଳଙ୍କାର, ଟଙ୍କା ପଇସା ସନ୍ଧାନ ପାଇପାରନ୍ତି । ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡ଼ିପାରେ ।
ପୂ, ଷାଢା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଉ,  ଷାଢା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :