• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2023: ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି, ବ୍ୟବସାୟରୁ ଲାଭ ପାଇବେ...

ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Wednesday 18 Oct 2023


ଉ, ଷାଢା-ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ ।
ଶ୍ରବଣା- କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସାମାଜିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ନ ହୋଇପାରେ । ପରିବହନ, ଶେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ ।
ଧନିଷ୍ଠା- ପକେଟ ମାର ଜନିତ ଧନହାନି ଘଟିପାରେ ।  ମହିଳାମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଆର୍ଥିକ ସଙ୍କଟର ଶିକାର ହୋଇପାରନ୍ତି

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :