• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Friday 18 Oct 2024

କୃତିକା- ସ୍ୱାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ । ପାରିବାରିକ କ୍ଷେତ୍ରରେ ଛୋଟଛୋଟ କଥାରେ ରାଗନ୍ତୁ ନାହିଁ । ଆପଣଙ୍କ ସୁଖ ଅନ୍ୟମାନଙ୍କ ମନରେ ଈର୍ଷା ଉଦ୍ରେକ କରିବ ।

ରୋହିଣୀ- ଅଫିସିଆଲି ଟେନ୍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।

ମୃଗଶିରା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ

ପ୍ରତିକାର – କୌଣସି ମନ୍ଦିରରେ କିଛି ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :