• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Gemini

ମିଥୁନ

Friday 18 Oct 2024

ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।

ଆଦ୍ରା- ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ । ଶିକ୍ଷାର୍ଥୀ ମାନଙ୍କ ଅଧ୍ୟୟନରେ ବାଧାଉପୁଜିପାରେ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ।

ପୁନର୍ବସୁ- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାସହ ଯାତାୟତ କରିବା ଉଚିତ୍ । ପୈତୃକ ସମ୍ପତି କୁ ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଅଜଣା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :