• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Leo

ସିଂହ

Friday 18 Oct 2024

ପୁନର୍ବସୁ- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମନାନ୍ତର ଦେଖାଦେଇପାରେ । ବ୍ୟବସାୟୀମାନେ ଆଜି କାର‌୍ୟ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ । ପତି-ପତ୍ନୀଙ୍କ ସହ ସମ୍ପର୍କରେ ଘନିଷ୍ଠତା ରହିବ ।

ପୁଷ୍ୟା- ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।

ଅଶ୍ଲେଷା- କୌଣସି ଭଦ୍ରମହିଳାଙ୍କ ସାହାଯ୍ୟରୁ ଉପକୃତ ହେବେ। ବିଭିନ୍ନ ପ୍ରକାର ଝମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ନିଜର ସୁଖ ସୁବିଧାକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହୋଇପାରନ୍ତି।

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :