• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Virgo

କନ୍ୟା

Friday 18 Oct 2024

ମଘା- ସ୍ବାସ୍ଥ୍ୟ ଭଲ ରହିବା ସହ ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ କାର‌୍ୟ୍ୟସିଦ୍ଧି ଘଟିବ। ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟରଖି କାମ କରନ୍ତୁ, ନତୁବା କିଛିଟା ଅସୁବିଧାର ସମ୍ଭାବନା ରହିଛି। ଅନ୍ୟମାନଙ୍କ ପ୍ରେରଣା ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି।

ପୂ,ଫାଲଗୁନି-ଆଶା କରିଥିବା ଅର୍ଥ ବିଳମ୍ବରେ ପାଇବାରୁ ଯୋଜନା କଷ୍ଟରେ କାର୍ଯ୍ୟକାରୀ ହେବ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ ।

ବନ୍ଧୁଙ୍କ ଆଗମନରେ ଯେତିକି ଖୁସି ହେବେ ତାଙ୍କ ମତିଗତି ଓ କାର୍ଯ୍ୟ କଳଅପରେ ସେତିକି ଅସନ୍ତୁଷ୍ଟ ହେବେ ।

ଉ,ଫାଲଗୁନି- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ। ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :