• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Friday 18 Oct 2024

ଚିତ୍ରା- କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।

ସ୍ୱାତୀ- ରାଜନୀତିରେ ସାବଧାନତାର ସହିତ ପଦକ୍ଷେପ ନିଅନ୍ତୁ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ ।

ବିଶାଖା-ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହୋଇଯିବ । ଅସୁବିଧାରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରିବାର ସୁଯୋଗ ରହିଛି ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :