• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Scorpio

ବିଛା

Friday 18 Oct 2024

ବିଶାଖା- ଜୀବନ ସାଥୀଙ୍କ ସହ ନୂଆ ସ୍ଥାନକୁ ବୁଲିବାକୁ ଯିବାର ଯୋଜନା କରିପାରନ୍ତି । ଖାଦ୍ୟପେୟ ଓ ଜୀବନ ଶୈଳୀରେ ସାବଧାନତା ରହିଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପ୍ରେମ ସମ୍ବନ୍ଧ ଅଧିକ ଘନିଷ୍ଠତା ହେବ ।

ଅନୁରାଧା- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ଜ୍ୟେଷ୍ଠା- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ଜ୍ଝ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ

ପ୍ରତିକାର – ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :