• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Sagittarius

ଧନୁ

Friday 18 Oct 2024

ମୂଳା- କୌଣସି ବନ୍ଧୁଙ୍କ ଆର୍ଥିକ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ।

ପୂ,ଷାଢା- ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୌଣସି ଭୁଲ ହୋଇପାରେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ଉ,ଷାଢା- ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନକରାତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :