• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th October 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Friday 18 Oct 2024

ଧନିଷ୍ଠା- ବ୍ୟବସାୟୀମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ଏବଂ ବାକି ଦେଇଥିବା ଟଙ୍କା ଫେରି ପାଇବେ ।

ଅଳ୍ପ ପରିଶ୍ରମରେ ସଫଳତା ପାଇପାରିବେ । ପାରିବାରିକ ଜୀବନ ସୁଖଦ ହେବ । ଅଯଥା ଖର୍ଚ୍ଚାନ୍ତି ହୋଇପାରନ୍ତି ।

ଶତଭିଷା- ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ପୂ,ଭାଦ୍ରପଦ- ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :