• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Taurus

ବୃଷ

Sunday 18 Sep 2022

କୃତିକା– ମୁରବିଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ
ରୋହିଣୀ – ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ
ମୃଗଶିରା – ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ
ପ୍ରତିକାର– ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :