• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 18 Sep 2022

ଧନିଷ୍ଠା – ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି  
ଶତଭିଷା – ଅଫିସ କାମରେ ବାଧା ଆସିପାରେ  
ପୂ , ଭାଦ୍ରପଦ  – ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମତା ରକ୍ଷା କରନ୍ତୁ
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :