• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Pisces

ମୀନ

Sunday 18 Sep 2022

ପୂ , ଭାଦ୍ରପଦ - ବିରୋଧୀ କ୍ଷତି କରିବାକୁ ଅସଫଳ ହେବେ
ଉ , ଭଦ୍ରପଦ - କିଛି ବିଶେଷ କାର୍ଯ୍ୟ ଅତି ଶୀଘ୍ର ପୂରଣ ହେବ
ରେବତୀ – ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି
ପ୍ରତିକାର – ବିଷ୍ଣୁଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :