• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Cancer

କର୍କଟ

Sunday 18 Sep 2022

ପୁନର୍ବସୁ -  ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ
ପୁଷ୍ୟା – ତର୍କରେ ସଭିଙ୍କୁ ନିଜ କଥାରେ ସହମତ କରାଇବେ  
ଅଶ୍ଳେଷା -  ଅନ୍ୟ ରାଜ୍ୟକୁ ବ୍ୟବସାୟ କରିବାକୁ ଯାଇପାରନ୍ତି
ପ୍ରତିକାର – ଧଳା କପଡ଼ାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :