• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Libra

ତୁଳା

Sunday 18 Sep 2022

ଚିତ୍ରା – ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ
ସ୍ୱାତୀ – କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ
ବିଶାଖା – ନୂଆ ବ୍ୟବସାୟ କଥା ଚିନ୍ତା କରିବେ
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :