• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Scorpio

ବିଛା

Sunday 18 Sep 2022

ବିଶାଖା – ବନ୍ଧୁଙ୍କ ସହ ମତାନ୍ତର ରହିବ
ଅନୁରାଧା –ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ଜ୍ୟେଷ୍ଠା –  ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ 
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :