• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 18 Sep 2022

ମୂଳା – ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିବେ
ପୂ , ଷାଢା – ଜୀବନରେ ନୂଆ ସଙ୍କେତ ମିଳିପାରେ 
ଉ , ଷାଢା – ଘର ସଫାସୁତରା ରଖନ୍ତୁ, ସୁଖ ସମୃଦ୍ଧି ହେବ
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :