Advertisment

Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...

author-image
Rajalaxmi Sahoo
Daily Horoscope 18th September 2022: ଏହିସବୁ ରାଶିର ବ୍ୟକ୍ତି ଆଜି ସାବଧାନ ରୁହନ୍ତୁ...
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ