• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Taurus

ବୃଷ

Monday 18 Sep 2023

କୃତିକା - ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।

ରୋହିଣୀ - କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି । ନୂତନ ଦାୟିତ୍ୱ ନେଇ ବିବ୍ରତ ହେବାର ସୂଚନା ରହିଛି। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟ ନେତାଙ୍କର ପ୍ରିୟ ପାତ୍ର ହେବେ ।

ମୃଗଶିରା - ମିଥ୍ୟାଭାଷଣରୁ ସମାଲୋଚିତ ହୋଇପାରନ୍ତି। ପ୍ରତ୍ୟେକ ପରିସ୍ଥିତିରେ ମନୋବଳ ଟାଣ ରହିବ କିନ୍ତୁ ବିଳମ୍ବରେ କାର୍ଯ୍ୟସିଦ୍ଧି ଘଟିବ। ମନରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି ।

ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :