• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Aquarius

କୁମ୍ଭ

Monday 18 Sep 2023

ଧନିଷ୍ଠା - ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀ ମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ ।

ଶତଭିଷା - ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ ।

ପୂ, ଭାଦ୍ରପଦ - ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।

ପ୍ରତିକାର - ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :