• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Gemini

ମିଥୁନ

Monday 18 Sep 2023

ମୃଗଶିରା - କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀ ମାନେ ସାହାର୍ଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ ।

ଆଦ୍ରା - ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।

ପୁନର୍ବସୁ - ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।

ପ୍ରତିକାର - ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :