• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି

Cancer

କର୍କଟ

Monday 18 Sep 2023

ପୁନର୍ବସୁ - ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ । ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ।

ପୁଷ୍ୟା - ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ରାଜନୀତିରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନରେ ଆଗ୍ରହ ବଢିବ ।

ଅଶ୍ଳେଷା - ଭୂମି ଲାଭର ଯୋଗ ରହିଛି । ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ପ୍ରଶଂସା ପାଇବେ । ଗୃହାରମ୍ଭ, ଦୂରଯାତ୍ରା, ଯାନବାହାନ କ୍ରୟ କରି ପାରିବେ ।

ପ୍ରତିକାର - ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :